Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ବାରିପଦା ବ୍ୟାଙ୍କ ଅଫ ଇଣ୍ଡିଆରେ ଅଗ୍ନିକାଣ୍ଡ

Ritu Das
Browse all articles by Ritu Das
·2 years ago
ବାରିପଦା ବ୍ୟାଙ୍କ ଅଫ ଇଣ୍ଡିଆରେ ଅଗ୍ନିକାଣ୍ଡ

ଅର୍ଗସ ବ୍ୟୁରୋ: ବାରିପଦା ସହର ସ୍ଥିତ "ବ୍ୟାଙ୍କ ଅଫ୍ ଇଣ୍ଡିଆ" ଜୋନାଲ ଅଫିସରେ ଅଗ୍ନିକାଣ୍ଡ। ଅଗ୍ନିଶମ ବିଭାଗର ଦୁଇଟି ଦମକଳ ଦ୍ୱରା ନିଆଁ ଲିଭା କାର୍ଯ୍ୟ ଜାରି ରହିଛି। ତେବେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି। ତୃତୀୟ ମହଲାରେ ଥିବା କ୍ୟାଣ୍ଟିନରୁ ନିଆଁ ଲାଗିଥିବା ଆଶଙ୍କା କରାଯାଉଛି। ତିନିଜଣ ଏହି ଅଗ୍ନିକାଣ୍ଡରେ ଅସୁସ୍ଥ ଥିବା ଜଣାପଡ଼ିଛି। 

ବ୍ୟାଙ୍କରେ ଥିବା କର୍ମଚାରୀ ଏବଂ ଲୋକମାନଙ୍କୁ ଉଦ୍ଧାର କରୁଛନ୍ତି ଅଗ୍ନିଶମ ବିଭାଗ ଓ ପୋଲିସ।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Fire at Baripada | Argus News