ବେଲତଳ ଗାଁରେ ଅଗ୍ନିକାଣ୍ଡ
·2 years ago

ଅର୍ଗସ ବ୍ୟୁରୋ: କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ମୁନିସିପାଲିଟି ବେଲତଳ ଗାଁରେ ଅଗ୍ନିକାଣ୍ଡ । ନିଆଁ ଲାଗି ଜଳିଗଲା ସୁଦର୍ଶନ ଦାଶଙ୍କ ଦୁଇ ବଖରା ଘର । ଦୁଇଟି ଦମକଳ ଗାଡ଼ି ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରିଥିଲେ ମଧ୍ୟ ଘରଟି ସମ୍ପୂର୍ଣ୍ଣ ଜଳିଯାଇଥିଲା ।
ଲକ୍ଷାଧିକ ଟଙ୍କାର ସମ୍ପତି ପୋଡି ପାଉଁଶ ହୋଇଯାଇଥିବା ସୂଚନା ମିଳିଛି । ନିଆଁ ଲାଗିବାର କାରଣ ଅସ୍ପଷ୍ଟ ଥିବାବେଳେ ସରକାରୀ ସାହାଯ୍ୟ ପାଇଁ ପରିବାର ପକ୍ଷରୁ ଦାବି ହୋଇଛି।
ଅଧିକ ପଢ଼ନ୍ତୁ ଓଡ଼ିଶା ଖବର
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: