Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ଏସି ଓ ଫ୍ରିଜ୍ ଗୋଦାମରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ

Odisha

ଏସି ଓ ଫ୍ରିଜ୍ ଗୋଦାମରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ

Smruti Parija
Browse all articles by Smruti Parija
·1 year ago
ଏସି ଓ ଫ୍ରିଜ୍ ଗୋଦାମରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ

ଭୁବନେଶ୍ୱର: ପାହାଳ ନିକଟସ୍ଥ ଏକ ଏସି ଓ ଫ୍ରିଜ୍ ଗୋଦାମରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଯାଇଛି । ସର୍ଟସର୍କିଟରୁ ଅଗ୍ନିକାଣ୍ଡ ଘଟିଥିବା ଅନୁମାନ କରାଯାଉଛି । ଅଗ୍ନିଶମ ବାହିନୀ ନିଆଁ ଆୟତ୍ତ କରିଛି । ଲକ୍ଷାଧିକ ଟଙ୍କାର ଇଲେକଟ୍ରିକ ସାମଗ୍ରୀ ପୋଡି ପାଉଁଶ ହୋଇଯାଇଛି । ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି । 
 

ଆହୁରି ପଢନ୍ତୁ ଓଡିଶା ଖବର...

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
fire-msihap-in-ac-and-fridge-godown | Argus News