Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଉଚ୍ଚ ଜୁଆର ମାଡ଼ରେ ଭାଙ୍ଗିଲା ମତ୍ସ୍ୟଜୀବୀଙ୍କ ଆଶ୍ରୟସ୍ଥଳ

Ritu Das
Browse all articles by Ritu Das
·1 year ago
ଉଚ୍ଚ ଜୁଆର ମାଡ଼ରେ ଭାଙ୍ଗିଲା ମତ୍ସ୍ୟଜୀବୀଙ୍କ ଆଶ୍ରୟସ୍ଥଳ

ଅର୍ଗସ ବ୍ୟୁରୋ: ଗଞ୍ଜାମରେ ଅଶାନ୍ତ ସମୁଦ୍ର। ଉଚ୍ଚ ଜୁଆର ମାଡ଼ରେ ଭାଙ୍ଗିଲା ମତ୍ସ୍ୟଜୀବୀଙ୍କ ଆଶ୍ରୟସ୍ଥଳ। ଗଞ୍ଜାମ ଜିଲ୍ଲା ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି। ବର୍ତ୍ତମାନ ଗ୍ରାମଠାରୁ ମାତ୍ର ୫୦ମିଟର ଦୂରରେ ରହିଛି ସମୁଦ୍ର। 

ପୂର୍ଣ୍ଣିମା ଯୋଗୁଁ ସମୁଦ୍ର ଅଶାନ୍ତ ରହିବା ସହ ଉଚ୍ଚ ଜୁଆର ମାଡି ଆସିବାରୁ କେ. ଆର୍ଯ୍ୟପଲ୍ଲୀ ସମୁଦ୍ର ନିକଟରେ ମଷ୍ୟଜୀବୀଙ୍କ ପାଇଁ ନିର୍ମିତ ଏକ ଆଶ୍ରୟସ୍ଥଳ ଭାଙ୍ଗି ସମୁଦ୍ରରେ ଲୀନ ହୋଇଯାଇଛି। ଏପରିକି ସମୁଦ୍ର ନିକଟରେ ଥିବା ରାସ୍ତ ଧୋଇ ହୋଇଯିବା ସହ ସେଠାରେ ଥିବା ଛୋଟ ଛୋଟ ମନ୍ଦିର ମଧ୍ୟ ଜୁଆର ମାଡ଼ରେ ଭାଙ୍ଗି ନଷ୍ଟ ହୋଇଯାଇଛି।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
The fishers' shelter | Argus News