ଆଜି ଆଉ 5 କୋଭିଡ ପଜିଟିଭ ଚିହ୍ନଟ
·2 years ago

ଭୁବନେଶ୍ୱର: ରାଜ୍ୟରେ ଆଜି ଆଉ ୫ ନୂଆ କୋଭିଡ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହି ୫ ନୂଆ ସଂକ୍ରମିତଙ୍କୁ ମିଶାଇ ରାଜ୍ୟର ଆକ୍ଟିଭ କେସ ୧୩ ରେ ପହଁଚିଲା । ସପ୍ତାହକ ମଧ୍ୟରେ ସଂଖ୍ୟା ବଢି ୧୩ ରେ ପହଁଛିଛି । କରୋନାର ନୂଆ ସବ୍-ଭାରିଆଣ୍ଟ ଜେଏନ-୧କୁ ନେଇ ଏବେ ବଢ଼ିବାରେ ଲାଗିଛି ଭୟ । ଗତ ଶନିବାର ରାଜ୍ୟରେ ପ୍ରଥମ କୋଭିଡ ସଂକ୍ରମିତ ଚିହ୍ନଟ ହୋଇଥିଲେ । ରାଜ୍ୟର କୋଭିଡ ସ୍ଥିତିକୁ ନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସବୁ ଜିଲ୍ଲାରେ କୋଭିଡ ଟେଷ୍ଟ ବଢାଇବାକୁ ପରାମର୍ଶ ଦିଆଯାଇଛି ।
ଆହୁରି ପଢନ୍ତୁ ଓଡିଶା ଖବର...
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: