Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ରାଜ୍ୟରେ ବାର୍ଡ ଫ୍ଲୁ ସଂକ୍ରମଣ ରୋକିବା ପାଇଁ ରାପିଡ୍ ରେସପନ୍ସ ଟିମ୍ ଗଠନ

Odisha

ରାଜ୍ୟରେ ବାର୍ଡ ଫ୍ଲୁ ସଂକ୍ରମଣ ରୋକିବା ପାଇଁ ରାପିଡ୍ ରେସପନ୍ସ ଟିମ୍ ଗଠନ

Banajyotshna Ray
Browse all articles by Banajyotshna Ray
·1 year ago
ରାଜ୍ୟରେ ବାର୍ଡ ଫ୍ଲୁ ସଂକ୍ରମଣ ରୋକିବା ପାଇଁ ରାପିଡ୍ ରେସପନ୍ସ ଟିମ୍ ଗଠନ

ଅର୍ଗସ ବ୍ୟୁରୋ:  ରାଜ୍ୟରେ ବାର୍ଡ ଫ୍ଲୁ ସଂକ୍ରମଣ ରୋକିବା ପାଇଁ ରାପିଡ୍ ରେସପନ୍ସ ଟିମ୍ ଗଠନ । ସଂକ୍ରମଣ ରୋକିବା ପାଇଁ 51ଟି ରାପିଡ୍ ରେସପନ୍ସ ଟିମ୍ ନିୟୋଜିତ ହୋଇଛନ୍ତି । କୁକୁଡା ଫାର୍ମ ଗୁଡିକର ବିଶୋଧନ କାର୍ଯ୍ୟରେ ନିୟୋଜିତ ରହିବ ଟିମ୍ । ଭିଡିଓ କନ୍ଫରେନ୍ସିଂ ମାଧ୍ୟମରେ ବାର୍ଡ ଫ୍ଲୁ ଜନିତ ବର୍ତ୍ତମାନର ସ୍ଥିତି ସମ୍ପର୍କରେ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ମୁଖ୍ୟ ଶାସନ ସଚିବ, ପଶୁ ପାଳନ ଓ ଦୁଗ୍ଧ ବିଭାଗର ସଚିବ ସମେତ ପୁରୀ, କେନ୍ଦ୍ରାପଡା, ଖୋର୍ଦ୍ଧା ଜିଲ୍ଲାର ଜିଲ୍ଲାପାଳ ଉପସ୍ଥିତ ଥିଲେ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Formation of Rapid Response Teams to prevent bird flu transmission in the state | Argus News