ଆଳିର ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କ ପରଲୋକ
·1 year ago

ଆଳିର ପୂର୍ବତନ କଂଗ୍ରେସ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କ ପରଲୋକ ହୋଇଛି। ୬୬ ବର୍ଷ ବୟସରେ ଦେବେନ୍ଦ୍ରଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି।
୨୦୧୪ରେ ଆଳି ଆସନରୁ ନିର୍ବାଚିତ ହୋଇଥିଲେ ଦେବେନ୍ଦ୍ର ଶର୍ମା। ତାଙ୍କ ଝିଅ ଦେବସ୍ମିତା ଶର୍ମା ବାପାଙ୍କର ମୃତ୍ୟୁ ହୋଇଥିବା ଖବର ଗଣମାଧ୍ୟମକୁ ସୂଚନା ଦେଇଥିଲେ।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: