Videos
|
Odisha

ବିଜେପି ସରକାରକୁ ପ୍ରଶ୍ନ କରି ଫସିଗଲେ ବିଜେଡି ବିଧାୟକ ନିରଞ୍ଜନ ପୂଜାରୀ 

Manini Pattanayak
Browse all articles by Manini Pattanayak
·2 years ago
ବିଜେପି ସରକାରକୁ ପ୍ରଶ୍ନ କରି ଫସିଗଲେ ବିଜେଡି ବିଧାୟକ ନିରଞ୍ଜନ ପୂଜାରୀ 

ଭୁବନେଶ୍ୱର: ଲୋୟର ସୁକତେଲ ପ୍ରକଳ୍ପକୁ ନେଇ ଶାସକ ବିରୋଧୀ ମୁହାଁମୁହିଁ । ବିଧାନସଭାରେ ବିଜେପି ସରକାରକୁ ପ୍ରଶ୍ନ କରି ଫସିଗଲେ ବିଜେଡି ବିଧାୟକ ନିରଞ୍ଜନ ପୂଜାରୀ । ବିଜେଡି ବିଧାୟକ ନିରଞ୍ଜନ ପୂଜାରୀଙ୍କ ପ୍ରଶ୍ନର ଉତ୍ତର ଦେଇ ପୂର୍ବ ବିଜେଡି ସରକାର ପୋଲ ଖୋଲିଲେ ଉପ ମୁଖ୍ୟମନ୍ତ୍ରୀ କେଭି ସିଂଦେଓ ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ।

ଉପମୁଖ୍ୟମନ୍ତ୍ରୀ ଓ ସଂସଦୀୟ ବ୍ୟାପାର ମନ୍ତ୍ରୀ କହିଛନ୍ତି ଲୋୟର ସୁକେତେଲ ପ୍ରକଳ୍ପ କୁ ନିର୍ବାଚନ ପାଇଁ ତରବରିଆ ଉଦଘାଟନ କରାଯାଇଥିଲା । ଡିପିଆର ଅନୁଯାୟୀ ୨୦୨୬ ପୂର୍ବରୁ ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେବା କଥା ନୁହେଁ । ବର୍ତ୍ତମାନ ବିଧାୟକ ଯେଉଁ ଏହି ପ୍ରକଳ୍ପ ର ପାଣି ଲୋକଙ୍କ ପାଖରେ ପହଞ୍ଚି ଥିବା କହୁଛନ୍ତି ତାହା ଠିକ ନୁହେଁ ବୋଲି କହିଛନ୍ତି ଉଭୟ ମନ୍ତ୍ରୀ ।

ଅଧିକ ପଢନ୍ତୁ ଓଡ଼ିଶା ଖବର

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Former BJD government polls were opened by Deputy Chief Minister KV Singh Deo and Parliamentary Affairs Minister Mukesh Mahaling | Argus News