Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ବିଜୁ ଜନତା ଦଳର ସଭାପତିଙ୍କୁ ପତ୍ର ଲେଖି ସେ ନିଜର ଇସ୍ତଫା ସମ୍ପର୍କରେ ଜଣାଇଛନ୍ତି

Odisha

ବିଜୁ ଜନତା ଦଳର ସଭାପତିଙ୍କୁ ପତ୍ର ଲେଖି ସେ ନିଜର ଇସ୍ତଫା ସମ୍ପର୍କରେ ଜଣାଇଛନ୍ତି

Jitendra Dash
Browse all articles by Jitendra Dash
·2 years ago
ବିଜୁ ଜନତା ଦଳର ସଭାପତିଙ୍କୁ ପତ୍ର ଲେଖି ସେ ନିଜର ଇସ୍ତଫା ସମ୍ପର୍କରେ ଜଣାଇଛନ୍ତି

ଅର୍ଗସ ବ୍ୟୁରୋ : ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ସୁରେନ୍ଦ୍ର ସେଠୀ ପୂର୍ବତନ ବିଧାୟକ ସୁରେନ୍ଦ୍ର ସେଠୀ ବିଜେଡିରୁ ଇସ୍ତଫା ଦେଇଛନ୍ତି । କାକଟପୁରର ପୂର୍ବତନ ବିଧାୟକ ଶ୍ରୀ ସେଠୀ ମଙ୍ଗଳବାର ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକଙ୍କୁ ପତ୍ର ଲେଖି ସେ ନିଜର ଇସ୍ତଫା ସମ୍ପର୍କରେ ଜଣାଇଛନ୍ତି । ଶ୍ରୀ ସେଠୀ ୨୦୧୪ରେ କାକଟପୁର ବିଧାୟକ ହୋଇଥିଲେ । ହେଲେ ୨୦୧୯ରେ କିନ୍ତୁ ତାଙ୍କ ବଦଳରେ ବିଜେପିରୁ ଆସିଥିବା ନେତା ତୁଷାରକାନ୍ତି ବେହେରାଙ୍କୁ ବିଜେଡି ଟିକେଟ୍ ଦେଇଥିଲା।  

ଅଧିକ ପଢନ୍ତୁ ଓଡ଼ିଶା ଖବର

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Argus Whatsapp Channel Mobile Top
Sponsored
Former Kakatpur MLA Surendra Sethi Quits BJD | Argus News