Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ବିଜେଡି ଛାଡ଼ି ବିଜେପିରେ ମିଶିଲେ କେନ୍ଦ୍ରାପଡ଼ାର ପୂର୍ବତନ ସାଂସଦ ଅର୍ଚ୍ଚନା ନାୟକ

Jitendra Dash
Browse all articles by Jitendra Dash
·2 years ago
ବିଜେଡି ଛାଡ଼ି ବିଜେପିରେ ମିଶିଲେ କେନ୍ଦ୍ରାପଡ଼ାର ପୂର୍ବତନ ସାଂସଦ ଅର୍ଚ୍ଚନା ନାୟକ

ଅର୍ଗସ ବ୍ୟୁରୋ : ବିଜେଡି ଛାଡ଼ି ବିଜେପିରେ ମିଶିଲେ କେନ୍ଦ୍ରାପଡ଼ାର ପୂର୍ବତନ ସାଂସଦ ଅର୍ଚ୍ଚନା ନାୟକ । ସେହିପରି ଡେରାବିଶ ବର୍ତମାନ ଅଧ୍ୟକ୍ଷା ପ୍ରଭାତୀ ମଲ୍ଲିକ ଏବଂ ପୂର୍ବତନ ବ୍ଲକ ଅଧ୍ୟକ୍ଷ ସରୋଜ ସାହୁ ବିଜେଡି ଛାଡ଼ି ବିଜେପିରେ ଯୋଗ ଦେଇଛନ୍ତି । ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଦଳର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ପଦ୍ମ କ୍ୟାମ୍ପରେ ସାମିଲ ହୋଇଛନ୍ତି ।

ଅଧିକ ପଢନ୍ତୁ ଓଡ଼ିଶା ଖବର

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Former Kendrapara MP Archana Naik left BJ and joined BJP | Argus News