ପୂର୍ବତନ ମନ୍ତ୍ରୀ ଡମ୍ବୁରୁଧର ଉଲ୍ଲକାଙ୍କ ବିୟୋଗ
·2 years ago

ରାୟଗଡା : ପୂର୍ବତନ ମନ୍ତ୍ରୀ ଡମ୍ବୁରୁଧର ଉଲ୍ଲକାଙ୍କ ଭୁବନେଶ୍ବର କେୟାର ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟ । ଅସୁସ୍ଥତା କାରଣରୁ ସେ ଦୀର୍ଘ ଦିନ ହେବ ଚିକିତ୍ସିତ ହେଉଥିଲେ। କଂଗ୍ରେସ ସରକାର ସମୟରେ ସେ ୫ ଥର ବିଧାୟକ ଏବଂ ୩ ଥର ମନ୍ତ୍ରୀ ଥିଲେ ।
ଅଧିକ ପଢନ୍ତୁ ଓଡିଶା ଖବର
ତାଙ୍କ ନିଜ ଘର ବିସମକଟକ ବିଧାନସଭା ମଣ୍ଡଳୀ ଅନ୍ତର୍ଗତ କଲ୍ୟାଣସିଙ୍ଗପୁରୁ ବ୍ଲକ । ୧୯୩୭ ମସିହାରେ ସେ ଜନ୍ମ ଗ୍ରହଣ କରିଥିଲେ ଏବଂ ୮୭ ବର୍ଷ ବୟସରେ ତାଙ୍କର ମୃତ୍ୟୁ ଘଟିଛି।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: