Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ବିଜେଡି ଛାଡିଲେ ପ୍ରକାଶ ବେହେରା

Smruti Parija
Browse all articles by Smruti Parija
·1 year ago
ବିଜେଡି ଛାଡିଲେ ପ୍ରକାଶ ବେହେରା

କଟକ: ବିଜେଡିରୁ ଇସ୍ତଫା ଦେଲେ ପ୍ରକାଶ ବେହେରା । ଦଳର ସଭାପତି ନବୀନ ପଟ୍ଟନାୟକଙ୍କୁ ପଠାଇଲେ ଇସ୍ତଫା ପତ୍ର । ଗତ ନିର୍ବାଚନରେ କଟକ ବାରବାଟୀରୁ ପ୍ରାର୍ଥୀ ହୋଇଥିଲେ । ୨୦୧୪ରେ ସାଲେପୁରରୁ କଂଗ୍ରେସ ଟିକେଟ୍‌ରେ ଜିତିଥିଲେ ପ୍ରକାଶ । ରାଷ୍ଟ୍ରୀୟ ଚିନ୍ତାଧାରାରେ ବିଶ୍ୱାସ ରଖୁଥିବା ଓ ଜନସାଧାରଣଙ୍କ ସମସ୍ୟା, ବିକାଶ ଓ ସଂଗଠନ ସହ ଯୋଡ଼ି ରହୁଥିବା ବ୍ୟକ୍ତିତ୍ଵ ଏପରି ନିଷ୍ପତ୍ତି ନେଇଛନ୍ତି ବୋଲି ନିଜ ଇସ୍ତଫା ପତ୍ରରେ ଉଲ୍ଲେଖ କରିଛନ୍ତି ପ୍ରକାଶ । 

ଆହୁରି ପଢନ୍ତୁ ଓଡିଶା ଖବର...

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Former MLA Prakash Behera resigns from BJD | Argus News