Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ବିଜେପିରେ ମିଶିଲେ ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର

Swayangprajna Mishra
Browse all articles by Swayangprajna Mishra
·2 years ago
ବିଜେପିରେ ମିଶିଲେ ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର

ଅର୍ଗସ ବ୍ୟୁରୋ : ବିଜେପିରେ ମିଶିଲେ ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର । ରାଜ୍ୟ ବିଜେପି କାର୍ଯ୍ୟାଳୟରେ ପଦ୍ମ ଧରିଲେ ପ୍ରିୟଦର୍ଶୀ । ସଭାପତି ମନମୋହନ ସାମଲ , ଅପରାଜିତା ଷଡଙ୍ଗୀଙ୍କ ଉପସ୍ଥିତରେ ହେଲେ ସାମିଲ । ତେବେ କିଛି ସମୟ ପୂର୍ବରୁ ହିଁ ବିଜେଡିରୁ ଇସ୍ତଫା ଦେଇଥିଲେ  ପ୍ରିୟଦର୍ଶୀ । ଦଳରେ ଅବହେଳା ଯୋଗୁଁ ବିଜେଡି ଛାଡିଥିବା ସୂଚନା ଦେଇଥିଲେ ।  ଦଳର ସଭାପତିଙ୍କୁ ଇସ୍ତଫା ପତ୍ର ପଠାଇଥିଲେ । 

ଅଧିକ ପଢନ୍ତୁ : ବିଜେଡି ଛାଡିଲେ ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର

ଉତ୍ତର ଭୁବନେଶ୍ବର ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର । ଉତ୍ତର ଭୁବନେଶ୍ବରରୁ ଟିକେଟ ପାଇଁ ଆଶୀୟୀ ଥିଲେ  । ପୂର୍ବତନ ସାଂସଦ ପ୍ରସନ୍ନ ପାଟଶାଣୀଙ୍କ ଜ୍ବାଇଁ ପ୍ରିୟଦର୍ଶୀ । 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Former MLA Priyadarshi Mishra joined BJP | Argus News