Videos
|
Odisha

Susanta Singh / ପୂର୍ବତନ ମନ୍ତ୍ରୀ ତଥା ଭଟଲି ବିଧାୟକ ସୁଶାନ୍ତ ସିଂଙ୍କ ପରଲୋକ

Rashmita Mishra
Browse all articles by Rashmita Mishra
·1 hour ago·1 min read
 ପୂର୍ବତନ ମନ୍ତ୍ରୀ ତଥା ଭଟଲି ବିଧାୟକ ସୁଶାନ୍ତ ସିଂଙ୍କ ପରଲୋକ
Susanta Singh

Key Points

ପୂର୍ବତନ ମନ୍ତ୍ରୀ ତଥା ଭଟଲି ବିଧାୟକ ସୁଶାନ୍ତ ସିଂଙ୍କ ପରଲୋକ ।
ଚିକିତ୍ସାଧିନ ଅବସ୍ଥାରେ ସୁଶାନ୍ତଙ୍କ ଦେହାନ୍ତ ହୋଇଛି ।
ଭୁବନେଶ୍ୱର ସ୍ଥିତ ଆପାଲୋ ହସ୍ପିଟାଲ୍ ରେ ବିଳମ୍ବିତ ରାତିରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ସୁଶାନ୍ତ । 

ପୂର୍ବତନ ମନ୍ତ୍ରୀ ତଥା ଭଟଲି ବିଧାୟକ ସୁଶାନ୍ତ ସିଂଙ୍କ ପରଲୋକ । ଚିକିତ୍ସାଧିନ ଅବସ୍ଥାରେ ସୁଶାନ୍ତଙ୍କ ଦେହାନ୍ତ ହୋଇଛି । ଭୁବନେଶ୍ୱର ସ୍ଥିତ ଆପାଲୋ ହସ୍ପିଟାଲ୍ ରେ ବିଳମ୍ବିତ ରାତିରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ସୁଶାନ୍ତ । ଭଟଲି ନିର୍ବାଚନ ମଣ୍ଡଳୀର ଲୋକପ୍ରିୟ ବିଧାୟକ ତଥା ପଶ୍ଚିମ ଓଡ଼ିଶାର ଟାଣୁଆ ନେତା ଥିଲେ ସୁଶାନ୍ତ ସିଂ ।

ସୂଚନାଯୋଗ୍ୟ, ସୁଶାନ୍ତ ସିଂହ ଭଟଲି ବିଧାନସଭା ନିର୍ବାଚନ ମଣ୍ଡଳୀରୁ ତିନିଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ସେ ଓଡ଼ିଶା ସରକାରରେ ଗୁରୁତ୍ୱପୂର୍ଣ୍ଣ ମନ୍ତ୍ରୀ ଭାବେ ଦାୟିତ୍ୱ ସମ୍ଭାଳିଥିଲେ। ତାଙ୍କର ରାଜନୈତିକ ଜୀବନରେ ସାଧାରଣ ଲୋକଙ୍କ ସେବା ଏବଂ ବିକାଶମୂଳକ କାର୍ଯ୍ୟ ପାଇଁ ସେ ପରିଚିତ ଥିଲେ। ଶୋକ ତାଙ୍କ ଦେହାନ୍ତ ଖବର ପାଇ ରାଜ୍ୟର ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି। ବିଜେଡି ସମେତ ବିଭିନ୍ନ ଦଳର ନେତାମାନେ ତାଙ୍କ ଆତ୍ମାର ସଦ୍‌ଗତି କାମନା କରିଛନ୍ତି।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored