Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
Education Next 2026Register now
|

Argus News - ପରପାରିରେ ସ୍ୱାଧୀନତା ସଂଗ୍ରାମୀ ମାନଗୋବିନ୍ଦ ମଲ୍ଲିକ

Odisha

ପରପାରିରେ ସ୍ୱାଧୀନତା ସଂଗ୍ରାମୀ ମାନଗୋବିନ୍ଦ ମଲ୍ଲିକ

Smruti Parija
Browse all articles by Smruti Parija
·2 years ago
ପରପାରିରେ ସ୍ୱାଧୀନତା ସଂଗ୍ରାମୀ ମାନଗୋବିନ୍ଦ ମଲ୍ଲିକ

କେନ୍ଦ୍ରାପଡା: କେନ୍ଦ୍ରାପଡ଼ା ଜିଲ୍ଲା ଡେରାବିଶ ବ୍ଲକ ହଳଦୀବସନ୍ତ ଗ୍ରାମର ଶତାୟୁ ସ୍ୱାଧୀନତା ସଂଗ୍ରାମୀ ମାନଗୋବିନ୍ଦ ମଲ୍ଲିକଙ୍କ ବିୟୋଗରେ ଶୋକ ପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ କେନ୍ଦ୍ରମନ୍ତ୍ରୀ ଟ୍ୱିଟ୍ କରି କହିଛନ୍ତି ଯେ ଏହି ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ତାଙ୍କ ବିୟୋଗରେ ଦେଶ ଜଣେ ସୁପୁତ୍ରଙ୍କୁ ହରାଇଲା । ଦେଶକୁ ସ୍ୱାଧୀନତା ଦେବାରେ ତାଙ୍କର ଯୋଗଦାନ ସ୍ମରଣୀୟ ହୋଇ ରହିବ । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି ବୋଲି ଟ୍ୱିଟ୍ କରି କହିଛନ୍ତି କେନ୍ଦ୍ରମନ୍ତ୍ରୀ ।  
 

ଆହୁରି ପଢନ୍ତୁ ଓଡିଶା ଖବର...

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
freedom fighter Mangobind Mallik-passes-away | Argus News