Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ଏଣିକି ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କୁ ମିଳିବ ମଧ୍ୟାହ୍ନ ଭୋଜନ

Odisha

ଏଣିକି ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କୁ ମିଳିବ ମଧ୍ୟାହ୍ନ ଭୋଜନ

Banajyotshna Ray
Browse all articles by Banajyotshna Ray
·1 year ago
ଏଣିକି ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କୁ ମିଳିବ ମଧ୍ୟାହ୍ନ ଭୋଜନ

ଏଣିକି ନବମ ଓ ଦଶମ ପିଲାଙ୍କୁ ମିଳିବ ମଧ୍ୟାହ୍ନ ଭୋଜନ। କଟକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବଡ ଘୋଷଣା। ଡ୍ରପ ଆଉଟ ବନ୍ଦ କରାଯିବ କହିଲେ ମୁଖ୍ୟମନ୍ତ୍ରୀ । ଏନେଇ ରାଜ୍ୟ ସରକାର କ୍ୟାବିନେଟରେ ନିଷ୍ପତ୍ତି ନେଇଛନ୍ତି। ଏଣିକି ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ମଧ୍ୟାହ୍ନ ଭୋଜନ କରିବେ । ପୂର୍ବରୁ ସ୍କୁଲରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏଁ ମଧ୍ୟାହ୍ନ ଭୋଜନ ମିଳୁଥିଲା । କିନ୍ତୁ ବର୍ତ୍ତମାନ ଦଶମ ଯାଏଁ ଛାତ୍ରଛାତ୍ରୀ ସ୍କୁଲରେ ଖାଇବାର ବ୍ୟବସ୍ଥା କରିବା ନେଇ କଟକରେ ଏକ ଆୟୋଜିତ କାର୍ଯ୍ୟକ୍ରମରେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
From now on, students from class 1 to 10 will get mid-day meal update | Argus News