ଅଦିନିଆ ରଥଯାତ୍ରାକୁ ନେଇ ଗଜପତିଙ୍କ ବାରଣ
·1 year ago

ଅର୍ଗସ ବ୍ୟୁରୋ: ଅଦିନିଆ ରଥଯାତ୍ରାକୁ ନେଇ ଗଜପତିଙ୍କ ବାରଣ। ଇସ୍କନକୁ ଚିଠି ଲେଖି ବାରଣ କଲେ ଗଜପତି। ଅଦିନିଆ ରଥଯାତ୍ରା ନ କରିବାକୁ ଚିଠି ଲେଖିଲେ ଗଜପତି।
ଆମେରିକା ହ୍ୟୁଷ୍ଟନରେ ଇସ୍କନ ପକ୍ଷରୁ ହୋଇଛି ଅଦିନିଆ ରଥଯାତ୍ରା ଆୟୋଜନ କରାଯାଇଥିଲା। ହ୍ୟୁଷ୍ଟନ ଇସ୍କନ ମନ୍ଦିର କର୍ତ୍ତୃପକ୍ଷଙ୍କୁ ଗଜପତି ଦିବ୍ୟସିଂହ ଦେବଙ୍କ ଚିଠି। ହ୍ୟୁଷ୍ଟନରେ ଓଡ଼ିଆ ସମାଜ ପକ୍ଷରୁ ମଧ୍ୟ କରାଯାଉଛି ବିରୋଧ।
ଅଧିକ ପଢ଼ନ୍ତୁ ଓଡ଼ିଶା ଖବର
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: