ରୋଷେଇ ବେଳେ ଫାଟିଲା ଗ୍ୟାସ ସିଲିଣ୍ଡର, ୩ ଗୁରୁତର
·1 year ago

ଅର୍ଗସ ବ୍ୟୁରୋ: ରୋଷେଇ ବେଳେ ଫାଟିଲା ଗ୍ୟାସ ସିଲିଣ୍ଡର, ୩ ଗୁରୁତର । ରାୟଗଡ଼ା ରାଣୀଗୁଡା ଫାର୍ମ ଅଞ୍ଚଳରେ ରୋଷେଇ ବେଳେ ଅଘଟଣ । ଗୁରୁତରଙ୍କୁ ପ୍ରଥମେ ରାୟଗଡା ଜିଲ୍ଲା ସ୍ଵାସ୍ଥ୍ୟକେନ୍ଦ୍ର ଓ ପରେ ଦୁଇ ଜଣଙ୍କୁ ବ୍ରହ୍ମପୁର ଏବଂ ଜଣଙ୍କୁ ବିଶାଖାପାଟଣାକୁ ସ୍ଥାନାନ୍ତରିତ କରାଯାଇଛି। ଗୁରୁତର ଡି. ସିବା, ଧର୍ମା ମିଣିଆକା ଓ ଦିନ ମିଣିଆକା ସମସ୍ତେ ହତିପଥର ରୋଡ଼ ରାଣୀଗୁଡା ଫାର୍ମ ନିକଟରେ ଗୋଟିଏ ଭଡା ଘରେ ରହୁଥିଲେ । ଗ୍ୟାସ ଲିକେଜ ଥିବାରୁ ଗ୍ୟାସ ଅନ୍ କରିବା ପରେ ହଠାତ ଟାଙ୍କିରେ ନିଆଁ ଲାଗି ବ୍ଲାଷ୍ଟ ହୋଇଯାଇଥିଲା । ଫଳରେ ୩ ଜଣ ଗୁରୁତର ହୋଇଥିଲେ।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: