କେମିକାଲ ଫ୍ୟାକ୍ଟ୍ରିରୁ ଗ୍ୟାସ୍ ଲିକ୍ , ବର୍ତ୍ତମାନ ସ୍ଥିତି ନିୟନ୍ତ୍ରଣ
·1 year ago

ଅର୍ଗସ ବ୍ୟୁରୋ : କେମିକାଲ ଫ୍ୟାକ୍ଟ୍ରିରୁ ଗ୍ୟାସ୍ ଲିକ୍ ଘଟଣା। ସଘଟଣା ସ୍ଥଳରେ ପହଞ୍ଚିଲେ ଅତିରିକ୍ତ ଜିଲ୍ଲାପାଳ। ଘଟଣା ସ୍ଥଳରେ ପହଞ୍ଚି ସ୍ଥିତି ପରଖିବାଛନ୍ତି। ଅଗ୍ନିଶମର ବରିଷ୍ଠ ଅଧିକାରୀ ସହ IG ଦୀପକ କୁମାର୍ ମଧ୍ୟ ପହଞ୍ଚିଛନ୍ତି। ବର୍ତ୍ତମାନ ସ୍ଥିତି ନିୟନ୍ତ୍ରଣ ରହିଛି। ଚନ୍ଦ୍ରଶେଖରପୁର ଅଞ୍ଚଳର ଏକ କେମିକାଲ ଫ୍ୟାକ୍ଟ୍ରିରୁ ଗ୍ୟାସ୍ ଲିକ ହୋଇଥିଲା ।
ଅଧିକ ପଢନ୍ତୁ ଓଡିଶା ଖବର
ଦୀର୍ଘ ୧ ଘଣ୍ଟାରୁ ଅଧିକ ସମୟ ଧରି ଅଗ୍ନିଶମ ବାହିନୀର କର୍ମଚାରୀ ମାନେ ଅକ୍ଲାନ୍ତ ପରିଶ୍ରମ ପରେ ସ୍ଥିତି ନିୟନ୍ତ୍ରଣ ବାହାରେ ଅଛି। ଦୁଇ ପଟୁ ରାସ୍ତା ବନ୍ଦ କରଯାଇଥିଲା। ଚନ୍ଦ୍ରଶେଖରପୁର ଓ ଇନ୍ ଫୋ ସିଟି ର ଥାନା ଅଧିକାରୀ ଉପସ୍ଥିତି ଅଛନ୍ତି।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: