Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Argus Whatsapp Channel Mobile Top

Argus News - ୨୦୩୬ ସୁଦ୍ଧା ବିକଶିତ ଓଡ଼ିଶା ଗଠନ ଲକ୍ଷ୍ୟ: ରାଜ୍ୟପାଳ

Odisha

୨୦୩୬ ସୁଦ୍ଧା ବିକଶିତ ଓଡ଼ିଶା ଗଠନ ଲକ୍ଷ୍ୟ: ରାଜ୍ୟପାଳ

Ritu Das
Browse all articles by Ritu Das
·1 year ago·1 min read
୨୦୩୬ ସୁଦ୍ଧା ବିକଶିତ ଓଡ଼ିଶା ଗଠନ ଲକ୍ଷ୍ୟ: ରାଜ୍ୟପାଳ

ଅର୍ଗସ ବ୍ୟୁରୋ: ଆରମ୍ଭ ହେଇଛି ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ । ଓଡିଶା ବିଧାନସଭାର ବଜେଟ୍ ଅଧିବେଶନ ରାଜ୍ୟପାଳ ରଘୁବର ଦାସଙ୍କ ଅଭିଭାଷଣରୁ ଆରମ୍ଭ ହେଇଛି ।  

ସୂଚନାଯୋଗ୍ୟ ଯେ, ଆଜିଠାରୁ ଆରମ୍ଭ ହେଇଛି ବିଧାନସଭାରେ ବଜେଟ୍ ଅଧିବେଶନ। ବିଜେପି ରାଜ୍ୟରେ କ୍ଷମତାକୁ ଆସିବା ପରେ ଏହା ପ୍ରଥମ ଅଧିବେଶନ। ଏହି ଅଧିବେଶନରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ ଆଗତ କରିବେ ମୋହନ ସରକାର। ଆସନ୍ତା ୨୫ ତାରିଖରେ ଅର୍ଥମନ୍ତ୍ରୀ ଭାବେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। 

* ମହିଳା ଭୂମିହୀନ କୃଷକଙ୍କୁ ପ୍ରୋତ୍ସାହିତ କରିବେ ସରକାର
* ବଲାଙ୍ଗୀର କଳାହାଣ୍ଡି ବରଗଡ଼ ଓ ନୂଆପଡାରେ 10 ଟି ଜଳ ସେଚନ ପ୍ରକଳ୍ପକୁ ସମ୍ପୂର୍ଣ କରାଯିବ
* ଭାରତବର୍ଷରେ ଓଡିଶା ହେବ ବାଜରା ହବ। ବାଜରା ଜାତୀୟ ଶସ୍ୟ ଉତ୍ପାଦନ ପାଇଁ ଓ ବ୍ୟବହାର ବୃଦ୍ଧି ପାଇଁ ପଦକ୍ଷେପ। ସରକାରୀ କ୍ୟାଣ୍ଟିନ ଓ ବିଦ୍ୟାଳୟରେ ବାଜରା ପ୍ରଚଳନ ପାଇଁ ପଦକ୍ଷେପ ନିଆଯିବ ବୋଲି ରାଜ୍ୟପାଳ କହିଛନ୍ତି। 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 

Argus Whatsapp Channel Mobile Top
Sponsored
Goal of | Argus News