|
logo
Live

Argus News - ବଡଠାକୁର ବଳଭଦ୍ର ପଡିଯିବା ଘଟଣା: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

Odisha

ବଡଠାକୁର ବଳଭଦ୍ର ପଡିଯିବା ଘଟଣା: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

Ritu Das
Browse all articles by Ritu Das
·1 year ago
ବଡଠାକୁର ବଳଭଦ୍ର ପଡିଯିବା ଘଟଣା: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଅର୍ଗସ ବ୍ୟୁରୋ: ବଡ ଠାକୁର ବଳଭଦ୍ର ପଡିଯିବା ଘଟଣା । ଘଟଣା ନେଇ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ । ତୁରନ୍ତ ପଦକ୍ଷେପ ନେବାକୁ ଦେଲେ ନିର୍ଦ୍ଦେଶ ଦେଇଛନ୍ତି । ପୁରୀ ଯାଇ ଉପଯୁକ୍ତ ପଦକ୍ଷେପ ନେବାକୁ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ । 

ଗତକାଲି ଆଡପ ମଣ୍ଡପ ବିଜେ ସମୟରେ ବଡ ଅଘଟଣ ଘଟିଥିଲା। ପ୍ରଭୁ ବଳଭଦ୍ରଙ୍କ ପହଣ୍ଡି ସମୟରେ ଚାରମାଳରୁ ଖସି ପଡିଥିଲେ ପ୍ରଭୁ । ପ୍ରଭୁ ବଳଭଦ୍ର ଖସିପଡିବାରୁ ୫ଜଣ ସେବାୟତ ଆହତ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଥିବା ସୂଚନା ମିଳିଛି । ସମସ୍ତେ ହସ୍ପିଟାଲରେ ଭର୍ତ୍ତି ହୋଇ ଚିକିତ୍ସିତ ହେଉଛନ୍ତି। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
ବଡଠାକୁର ବଳଭଦ୍ର ପଡିଯିବା ଘଟଣା: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ | Argus News