Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ରାଜ୍ୟରେ କାର୍ଯ୍ୟକାରୀ ହେବ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା

Odisha

ରାଜ୍ୟରେ କାର୍ଯ୍ୟକାରୀ ହେବ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା

Ritu Das
Browse all articles by Ritu Das
·1 year ago
ରାଜ୍ୟରେ କାର୍ଯ୍ୟକାରୀ ହେବ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା

ଅର୍ଗସ ବ୍ୟୁରୋ: ରାଜ୍ୟରେ ଖୁବଶୀଘ୍ର କାର୍ଯ୍ୟକାରୀ ହେବ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା । ରାଜ୍ୟର ପ୍ରତ୍ୟେକ  ପଞ୍ଚାୟତରେ ହେବ ଅତ୍ୟାଧୁନିକ ପ୍ରାଥମିକ ବିଦ୍ୟାଳୟ। ଲୋକସେବା ଭବନରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥାର ସମୀକ୍ଷା କରିବା ପରେ ମୁଖ୍ୟମନ୍ତ୍ରୀ ଏନେଇ ଘୋଷଣା କରିଛନ୍ତି । 

ଯୋଜନାରେ ମୋଟ ୬ ହଜାର ୭୯୪ଟି ବିଦ୍ୟାଳୟ ନିର୍ମାଣ ପାଇଁ ଲକ୍ଷ୍ୟ ରଖାଯାଇଛି । ବିଦ୍ୟାଳୟ ଗୁଡିକରେ ପିଲାମାନଙ୍କ ପାଇଁ ଆଦର୍ଶ ଶିକ୍ଷା ପରିବେଶ ସୃଷ୍ଟି କରାଯିବ। ଛାତ୍ରଛାତ୍ରୀଙ୍କୁ ଗୁଣାତ୍ମକ ଶିକ୍ଷା ପାଇଁ ଉନ୍ନତ ଭିତ୍ତିଭୂମି ବିକାଶ ଉପରେ ଗୁରୁତ୍ୱ ଦେଉଛନ୍ତି ରାଜ୍ୟ ସରକାର। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:


 

Education Next Season 5
Sponsored
N/A | Argus News