Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

BSKY ଜାଗାରେ ଗୋପବନ୍ଧୁ ଯୋଜନା ଲାଗୁ

Banajyotshna Ray
Browse all articles by Banajyotshna Ray
·1 year ago
BSKY ଜାଗାରେ ଗୋପବନ୍ଧୁ ଯୋଜନା ଲାଗୁ

ଅର୍ଗସ ବ୍ୟୁରୋ:  BSKY ଜାଗାରେ ଗୋପବନ୍ଧୁ ଯୋଜନା ଲାଗୁ । ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଜାଗାରେ ନୂଆ ଯୋଜନା ଆରମ୍ଭ କରିବାକୁ ବଜେଟ ଉପସ୍ଥାପନା ବେଳେ କହିଛନ୍ତି ମୁଖ୍ୟମନ୍ତ୍ରୀ । ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଆରମ୍ଭ କଲେ ସରକାର । ରାଜ୍ୟର ନିଜସ୍ୱ ସ୍ୱାସ୍ଥ୍ୟ ବୀମା ଯୋଜନା ଗୋପବନ୍ଧୁ ଜନ ଆରୋଗ୍ୟ । ଏହି ଯୋଜନାରେ ସରକାରୀ ଓ ବେସରକାରୀ ହସ୍ପିଟାଲରେ କ୍ୟାସ୍‌ଲେସ୍‌ ସେବା ଉପଲବ୍ଧ ହେବ । ସେପଟେ ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନା ମଧ୍ୟ ଲାଗୁ ହେବ ଏବଂ ମାଗଣାରେ ଚକ୍ଷୁ ଚିକିତ୍ସା ଯୋଗାଇବାକୁ ସୁରେନ୍ଦ୍ର ସାଏ ଦିବ୍ୟଦୃଷ୍ଟି ଯୋଜନା ଲାଗୁ ହେବ  ।

ଅଧିକ ପଢ଼ନ୍ତୁ:ଭୁବନେଶ୍ବର ମେଟ୍ରୋ ପ୍ରକଳ୍ପ ପାଇଁ ୧ ହଜାର କୋଟିର ବ୍ୟୟବରାଦ

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Gopabandhu Yojana is replaced in BSKY space | Argus News