Videos
|
Odisha

ସରକାରୀ ଦଳର ମୁଖ୍ୟ ସଚେତକ ସରୋଜ ପ୍ରଧାନ

Swayangprajna Mishra
Browse all articles by Swayangprajna Mishra
·2 years ago
ସରକାରୀ ଦଳର ମୁଖ୍ୟ ସଚେତକ ସରୋଜ ପ୍ରଧାନ

ଅର୍ଗସ ବ୍ୟୁରୋ : ନିଯୁକ୍ତ ହେଲେ ସରକାରୀ ଦଳର ମୁଖ୍ୟ ସଚେତକ। ସରୋଜ ପ୍ରଧାନଙ୍କୁ ସରକାରୀ ଦଳର ମୁଖ୍ୟ ସଚେତକ ଭାବେ ନିଯୁକ୍ତ କରାଯାଇଛି।

ଅଧିକ ପଢନ୍ତୁ ଓଡିଶା ଖବର

ବୌଦ୍ଧର ବିଧାୟକ ସରୋଜ ପ୍ରଧାନ ମୁଖ୍ୟ ସଚେତକ ନିଯୁକ୍ତ ହୋଇଛନ୍ତି। ରେମୁଣା ବିଧାୟକ ଗୋବିନ୍ଦ ଚନ୍ଦ୍ର ଦାଶ ସରକାରୀ ଦଳର ଉପମୁଖ୍ୟ ସଚେତକ ଭାବେ ନିଯୁକ୍ତ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Government Party Chief Secretary Saroj Pradhan | Argus News