Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ବିଜେଡିର ପ୍ରଚାର କରୁଛନ୍ତି ସରକାରୀ ଶିକ୍ଷକ

Banajyotshna Ray
Browse all articles by Banajyotshna Ray
·2 years ago
ବିଜେଡିର ପ୍ରଚାର କରୁଛନ୍ତି ସରକାରୀ ଶିକ୍ଷକ

ଅର୍ଗସ ବ୍ୟୁରୋ:  ନିର୍ବାଚନ କର୍ମୀ ବୈଠକରେ ସରକାରୀ ଶିକ୍ଷକ ।  ବିଜେଡିର ପ୍ରଚାର କରୁଛନ୍ତି ସରକାରି ଶିକ୍ଷକ ।  ନିର୍ବାଚନ ଆଚରଣବିଧିକୁ ଉଲଙ୍ଘନ କରି ଦଳିୟ କର୍ମୀ ବୈଠକରେ ସରକାରୀ ଶିକ୍ଷକ ଯୋଗ ଦେଇଥିବା ହୋଇଛି ଅଭିଯୋଗ । ଏଭଳି ଘଟଣା ଦେଖିବାକୁ ମିଳିଛି ବାଲେଶ୍ୱର ଜିଲ୍ଲା ବସ୍ତା ନିର୍ବାଚନ ମଣ୍ଡଳିରେ । ନିଖିରା ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ସତ୍ୟ ରଞ୍ଜନ ପାତ୍ର ବିଜେଡିର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଉଛନ୍ତି । ବିଭିନ୍ନ ସମୟରେ ବିଧାୟକ ଓ ସାଂସଦଙ୍କ ଦଳିୟ କାର୍ଯ୍ୟକ୍ରମରେ ଯୋଗ ଦେଉଥିବା ଦେଖିବାକୁ ମିଳିଛି  । ଶିକ୍ଷକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିଛି ବିଜେପି । । ସେପଟେ ଏହି ଅଭିଯୋଗକୁ ଖଣ୍ଡନ କରିଛନ୍ତି ଶିକ୍ଷକ ସତ୍ୟ ରଞ୍ଜନ ପାତ୍ର  ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Government teachers are preaching BJd | Argus News