ଓଡ଼ିଶା ବିଧାନସଭା ଭଙ୍ଗ କଲେ ରାଜ୍ୟପାଳ
·1 year ago

ଭୁବନେଶ୍ୱର: ଓଡ଼ିଶା ବିଧାନସଭା ଭଙ୍ଗ କଲେ ରାଜ୍ୟପାଳ । ବିଧାନସଭା ଭଙ୍ଗ ନେଇ ସଂସଦୀୟ ବ୍ୟାପାର ବିଭାଗର ବିଜ୍ଞପ୍ତି । ଭଙ୍ଗ ନେଇ ଆଜି ରାଜ୍ୟ କ୍ୟାବିନେଟ ମଧ୍ୟ ସୁପାରିଶ କରିଥିଲା ।
ମୁଖ୍ୟମନ୍ତ୍ରୀ ଙ୍କ ଅଧ୍ୟକ୍ଷତା ରେ ଆଜି ସକାଳ ସାଢେ଼ ଏଗାରଟା ସମୟରେ ବୈଠକ ବସିଥିଲା। ବିଧାନସଭା ଭଙ୍ଗ ନେଇ ରାଜ୍ୟପାଳଙ୍କୁ ସୁପାରିଶ କରାଯାଇଥିଲା ।
ବିଧାନସଭା ଭଙ୍ଗ ସୁପାରିସ ପ୍ରସ୍ତାବ କ୍ୟାବିନେଟରେ ପାରିତ
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
