Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ନିର୍ବାଚନ ବୈଠକରେ ଯୋଗଦେଇ ପଡିଲେ ହରଡ଼ ଘଣାରେ

Jitendra Dash
Browse all articles by Jitendra Dash
·2 years ago
ନିର୍ବାଚନ ବୈଠକରେ ଯୋଗଦେଇ ପଡିଲେ ହରଡ଼ ଘଣାରେ

ଅର୍ଗସ ବ୍ୟୁରୋ : ନିର୍ବାଚନ କର୍ମୀ ବୈଠକରେ ସରକାରୀ ଶିକ୍ଷକ ।  ବିଜେଡିର ପ୍ରଚାର କରୁଛନ୍ତି ସରକାରୀ ଶିକ୍ଷକ ।  ନିର୍ବାଚନ ଆଚରଣବିଧିକୁ ଉଲଙ୍ଘନ କରି ଦଳୀୟ କର୍ମୀ ବୈଠକରେ ସରକାରୀ ଶିକ୍ଷକ ଯୋଗ ଦେଇଥିବା ହୋଇଛି ଅଭିଯୋଗ । ଏଭଳି ଘଟଣା ଦେଖିବାକୁ ମିଳିଛି ବାଲେଶ୍ୱର ଜିଲ୍ଲା ବସ୍ତା ନିର୍ବାଚନ ମଣ୍ଡଳିରେ ।

ଅଧିକ ପଢନ୍ତୁ ଓଡ଼ିଶା ଖବର

 ନିଖିରା ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ସତ୍ୟ ରଞ୍ଜନ ପାତ୍ର ବିଜେଡିର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଉଛନ୍ତି । ବିଭିନ୍ନ ସମୟରେ ବିଧାୟକ ଓ ସାଂସଦଙ୍କ ଦଳିୟ କାର୍ଯ୍ୟକ୍ରମରେ ଯୋଗ ଦେଉଥିବା ଦେଖିବାକୁ ମିଳିଛି । ଶିକ୍ଷକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିଛି ବିଜେପି । ସେପଟେ ଏହି ଅଭିଯୋଗକୁ ଖଣ୍ଡନ କରିଛନ୍ତି ଶିକ୍ଷକ ସତ୍ୟ ରଞ୍ଜନ ପାତ୍ର  ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Govt teacher in election workers meeting | Argus News