|
logo
Live

Argus News - ଟ୍ରକ-ବୋଲେରୋ ମୁହାଁମୁହିଁ ଧକ୍କା, 12 ଯାତ୍ରୀ ଗୁରୁତର

Odisha

ଟ୍ରକ-ବୋଲେରୋ ମୁହାଁମୁହିଁ ଧକ୍କା, 12 ଯାତ୍ରୀ ଗୁରୁତର

Smruti Parija
Browse all articles by Smruti Parija
·2 years ago
ଟ୍ରକ-ବୋଲେରୋ ମୁହାଁମୁହିଁ ଧକ୍କା, 12 ଯାତ୍ରୀ ଗୁରୁତର

ବୌଦ୍ଧ: ବୌଦ୍ଧ ଜିଲ୍ଲା  57ନ ଜାତୀୟ ରାଜପଥ ବାଉଁଶୁଣୀ ଥାନା ବହିରା ଛକ ନିକଟରେ ଟ୍ରକ-ବୋଲେରୋ ମୁହାଁମୁହିଁ ଧକ୍କା । ଫଳରେ 12 ଜଣ ଗୁରୁତର ଆହତ ହୋଇଥିବା ଜଣାପଡିଛି । 
ଟ୍ରକ୍ ଟି ସୋନପୁର-ବୌଦ୍ଧ ଅଭିମୁଖେ ଯାଉଥିବାବେଳେ ସାମ୍ନା ପଟରୁ ଆସୁଥିବା ଏକ ବୋଲେରୋ ସହିତ ବହିରା ଛକ ନିକଟରେ ମୁହାଁମୁହିଁ ଧକାହୋଇଥିଲା ।

ଯାହା ଫଳରେ ବଲେରୋରେ ଥିବା ପ୍ରାୟ 12 ଜଣ ଯାତ୍ରୀ ଗୁରୁତର ଆହତ ହୋଇଥିବା ଜଣାପଡିଛି । ଖବର ପାଇ ବାଉଁସୁଣି ଦମକଳବାହୀନି ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ପ୍ରଥମେ ବାଉଁଶୁଣୀ ମେଡିକାଲରେ ଭର୍ତ୍ତି କରିଥିବା ଜଣାପଡିଛି । ଅନ୍ୟପଟେ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଆହୁରି ପଢନ୍ତୁ ଓଡିଶା ଖବର...
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
ଟ୍ରକ-ବୋଲେରୋ ମୁହାଁମୁହିଁ ଧକ୍କା, 12 ଯାତ୍ରୀ ଗୁରୁତର | Argus News