Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଆହୁରି ବଢିବ ତାତି, ସତର୍କ କରାଇଲା ପାଣିପାଗ କେନ୍ଦ୍ର

Swayangprajna Mishra
Browse all articles by Swayangprajna Mishra
·2 years ago
ଆହୁରି ବଢିବ ତାତି, ସତର୍କ କରାଇଲା ପାଣିପାଗ କେନ୍ଦ୍ର

ଅର୍ଗସ ବ୍ୟୁରୋ : ଜଳୁଛି ଓଡ଼ିଶା। ଆଗକୁ ସିଭିୟର ହିଟ୍ଓ୍ବେଭ୍। ସ୍ଥିତି ହେବ ଅସମ୍ଭାଳ। ସତର୍କ କରାଇଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର। କାଳବୈଶାଖୀ ସମ୍ଭାବନା ଥିଲେ ବି ତାତିରେ ଲାଗିବନି ବ୍ରେକ୍। ରାଜ୍ୟକୁ ପଶ୍ଚିମ- ଉତ୍ତର-ପଶ୍ଚିମ ଦିଗରୁ ପ୍ରଚୁର ମାତ୍ରାରେ ପ୍ରବେଶ କରୁଥିବା ଗରମ ଶୁଷ୍କ ପବନ ପ୍ରଭାବରେ ଏଭଳି ସ୍ଥିତି ଲାଗି ରହିଛି।

ଅଧିକ ପଢନ୍ତୁ : ଆସନ୍ତା ୫ଦିନ ପର୍ଯ୍ୟନ୍ତ ରାଜ୍ୟରେ ତାତି ବଢ଼ିବ

ଆଗାମୀ ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ହିଟ୍ଓ୍ବେଭ୍ ସ୍ଥିତି ଲାଗି ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସଭିୟର ହିଟ୍ଓ୍ବେଭ ପାଇଁ ୨୩ଟି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ବେଳେ ୪ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
heat temperature will be more increased in odisha | Argus News