Videos
|
Odisha

ଆହୁରି ଦୁଇ ସପ୍ତାହ ତତେଇବା ତାତି

Banajyotshna Ray
Browse all articles by Banajyotshna Ray
·2 years ago
ଆହୁରି ଦୁଇ ସପ୍ତାହ ତତେଇବା ତାତି

ଅର୍ଗସ ବ୍ୟୁରୋ: ଆଗାମୀ ଦୁଇ ସପ୍ତାହ ଯାଏଁ ତାତିରୁ ନାହିଁ ନିସ୍ତାର । ବାୟୁମଣ୍ଡଳର ମଧ୍ୟ ଏବଂ ଉପରିଭାଗରେ ଶୁଷ୍କ ପଶ୍ଚିମା ବାୟୁର ପ୍ରବାହ ବୃଦ୍ଧି, ତଥା ସାମୁଦ୍ରିକ ବାୟୁ ପ୍ରବାହ ଦୁର୍ବଳ ହେବାର ସମ୍ଭାବନା ଥିବାରୁ ରାଜ୍ୟରେ ଆଗାମୀ ଦୁଇ ସପ୍ତାହ ଯାଏଁ ତାତି ବୃଦ୍ଧି ସହ ଗ୍ରୀଷ୍ମ ପ୍ରବାହ ସ୍ଥିତି ଉପୁଜିବା ସମ୍ଭାବନା ରହିଛି। ରାଜ୍ୟରେ ଅସହ୍ୟ ତାତି ବଢ଼ୁଛି। ବାହାରକୁ ବାହାରିବା ମୁସ୍କିଲ ହୋଇପଡୁଛି। ଆଗାମୀ ଦୁଇ ସପ୍ତାହ ଯାଏଁ ଏଭଳି ସ୍ଥିତି ଲାଗି ରହିବ ବୋଲି ସୂଚନା ରହିଛି।

ଅଧିକ ପଢ଼ନ୍ତୁ ଓଡିଶା ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
heat wave in odisha today | Argus News