Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ତାତିରେ ସିଝୁଛି ସାରା ଓଡ଼ିଶା

Odisha

ତାତିରେ ସିଝୁଛି ସାରା ଓଡ଼ିଶା

Banajyotshna Ray
Browse all articles by Banajyotshna Ray
·2 years ago
ତାତିରେ ସିଝୁଛି ସାରା ଓଡ଼ିଶା

ଅର୍ଗସ ବ୍ୟୁରୋ:  ତାତିରେ ସିଝୁଛି ସାରା ଓଡ଼ିଶା । ଆକାଶରୁ ହେଉଛି ଅଗ୍ନିବର୍ଷା। ଉପକୂଳରୁ ଉପାନ୍ତ ସବୁଠି କଲବଲ କରୁଛି ଟାଣ ଖରା।  ଆଗକୁ ଆହୁରି ଅଣାୟତ୍ତ କରିବ ଖରା ବୋଲି ସତର୍କ କରିଛି ପାଣିପାଗ ବିଭାଗ । ବିଭିନ୍ନ ଜିଲ୍ଲାରେ ହିଟ୍ ୱେଭ୍ ବା ଗ୍ରୀଷ୍ମ ପ୍ରବାହ ସ୍ଥିତି ଉପୁଜିବା ନେଇ ଆଲର୍ଟ ଜାରି ହୋଇଛି । ସକାଳ ୯ଟା ପରେ ଘରୁ ବାହାରିବା ମୁସ୍କିଲ୍ ହୋଇପଡିଛ । ଦିନକୁ ଦିନ ଉପରମୁହାଁ ହେଉଛି ପାରଦ । ଉପକୂଳରୁ ଆଭ୍ୟନ୍ତରୀଣ ଏବଂ ପଶ୍ଚିମ ଓଡ଼ିଶାରେ ସ୍ଥିତି ଅସମ୍ଭାଳ। ୪୦ ଡିଗ୍ରୀ ଛୁଇଁଛି ୮ ସହରର ତାପମାତ୍ରା ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Argus Whatsapp Channel Mobile Top
Sponsored
heat wave in odisha today update | Argus News