Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ଆଜି ରାଜ୍ୟର ୧୪ ଜିଲ୍ଲାକୁ ହିଟ୍ ୱେଭ୍ ୱାର୍ଣ୍ଣିଂ ଜାରି

Odisha

ଆଜି ରାଜ୍ୟର ୧୪ ଜିଲ୍ଲାକୁ ହିଟ୍ ୱେଭ୍ ୱାର୍ଣ୍ଣିଂ ଜାରି

Swayangprajna Mishra
Browse all articles by Swayangprajna Mishra
·2 years ago·1 min read
ଆଜି ରାଜ୍ୟର ୧୪ ଜିଲ୍ଲାକୁ ହିଟ୍ ୱେଭ୍ ୱାର୍ଣ୍ଣିଂ ଜାରି

ଅର୍ଗସ ବ୍ୟୁରୋ : ତତଲା କଡ଼େଇରେ ଭାଜି ହେଉଛି ଓଡ଼ିଶା । ଆଜି ରାଜ୍ୟର ୧୪ ଜିଲ୍ଲାକୁ ହିଟ୍ ୱେଭ୍ ୱାର୍ଣ୍ଣିଂ ଜାରି ହୋଇଛି । ଖୋର୍ଦ୍ଧା, କଟକ, ବୌଦ୍ଧ, ମାଲକାନଗିରି, କେନ୍ଦୁଝର, ନୟାଗଡ଼, ଅନୁଗୁଳ, ବଲାଙ୍ଗିର, କନ୍ଧମାଳ, ବାଲେଶ୍ବର ସହ ଭଦ୍ରକ, ଯାଜପୁର, ମୟୂରଭଂଜ, ଝାରସୁଗୁଡ଼ାକୁ ହିଟ୍ ୱେଭ୍ ୱାର୍ଣ୍ଣିଂ ଜାରି ହୋଇଛି । ବଢୁଥିବା ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସତର୍କତା ମୂଳକ ପଦକ୍ଷେପ ନେବା ସହ ସହରରେ ପ୍ରମୁଖ ସ୍ଥାନରେ ପର୍ଯ୍ୟାପ୍ତ ଜଳଛତ୍ର ଖୋଲିବାକୁ ଏସ.ଆର.ସି ନିର୍ଦ୍ଦେଶ ଦେଇଛନ୍ତି । 

ଅଧିକ ପଢନ୍ତୁ : ଏସିଆର ଷଷ୍ଠ ଉତ୍ତପ୍ତ ସହର ପାଲଟିଲା ଭୁବନେଶ୍ୱର

ଏସିଆର ୧୦ ଉତ୍ତପ୍ତ ସହର ତାଲିକାରେ ଷଷ୍ଠ ସ୍ଥାନରେ ରହିଛି ଭୁବନେଶ୍ୱର । ଗୁରୁବାର  ୪୩.୫ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । 8 ତରିଖଠାରୁ କିଛି ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଥିବାରୁ ତାପମାତ୍ରା ହ୍ରାସ ପାଇବା ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:


 

Sponsored
Heat wave warning continues for 14 districts of the state today | Argus News