Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଆସନ୍ତା ୩ ଦିନ ପର୍ଯ୍ୟନ୍ତ ତାତିରୁ ନିସ୍ତାର ନାହିଁ

Ritu Das
Browse all articles by Ritu Das
·2 years ago
ଆସନ୍ତା ୩ ଦିନ ପର୍ଯ୍ୟନ୍ତ ତାତିରୁ ନିସ୍ତାର ନାହିଁ

ଅର୍ଗସ ବ୍ୟୁରୋ: ଜଳୁଛି ସାରା ଓଡିଶା । ଆସନ୍ତା ୩ ଦିନ ପର୍ଯ୍ୟନ୍ତ ତାତିରୁ ନିସ୍ତାର ନାହିଁ ।  ଦୁଇ ଦିନ ପରେ ୨୦ଟି ଜିଲ୍ଲାରେ ପ୍ରବଳ ଗ୍ରୀଷ୍ଣପ୍ରବାହ ରହିବ । ତତଲା ପବନ ସାଙ୍ଗକୁ ତାତି ଅସହ୍ୟ ହେବ । ମଙ୍ଗଳବାର ୧୩ଟି ଜିଲ୍ଲାକୁ ହିଟ୍ ଓ୍ବେଭ୍ ଓ୍ବାର୍ଣ୍ଣିଂ ଜାରି ହୋଇଥିଲା । ଆଜି୧୫ଟି ଜିଲ୍ଲା ପାଇଁ ହିଟ୍ ଓ୍ବେଭ୍ ଓ୍ବାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । 
ଶନିବାର ଓ ରବିବାର ଦିନ ଜଳିବ ସାରା ଓଡିଶା । ୨୦ଟି ଜିଲ୍ଲା ପାଇଁ ହିଟ୍ ଓ୍ବେଭ୍ ଓ୍ବାର୍ଣ୍ଣିଂ ଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ।

ତତଲା ପବନ ଓ ପ୍ରବଳ ଖରା ଯୋଗୁଁ ଲୋକମାନେ ଆଉଟୁପାଉଟୁ ହେଉଛନ୍ତି । ସେହିପରି ୨୦ ରୁ ୨୨ ତାରିଖ ପର୍ଯ୍ୟନ୍ତ  ପାଗ ମେଘୁଆ ରହିବ । ଗୋଟିଏ କି ଦୁଇଟି ସ୍ଥାନରେ କାଁ ଭାଁ ବର୍ଷା ହୋଇପାରେ।

ଅଧିକ ପଢ଼ନ୍ତୁ ପାଣିପାଗ ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Heat wave | Argus News