ଆସନ୍ତା ୭ ଯାଏ ରାଜ୍ୟରେ ଗରମ ବଢ଼ିବନି: କିଛି ଜିଲ୍ଲାରେ ଘଡ଼ଘଡ଼ି ସହ କୁଆପଥର ବର୍ଷା ସମ୍ଭାବନା
·1 year ago

ତାତିରୁ ମିଳିବ ସାମାନ୍ୟ ଆଶ୍ବସ୍ତି। କାରଣ ପାଗର ମିଜାଜ୍ ବଦଳିବାକୁ ଯାଉଛି । ଆସନ୍ତା ୭ ତାରିଖ ଯାଏଁ ରାଜ୍ୟରେ ଗରମ ବଢ଼ିବନି। କାଳବୈଶାଖୀ ଓ ଟ୍ରପଲାଇନ ପ୍ରଭାବ ଯୋଗୁ ଅଧିକ ଗରମ ଅନୁଭୂତ ହେବନାହିଁ। ତେବେ କିଛି ଜିଲ୍ଲାରେ ଘଡ଼ଘଡ଼ି ସହ କୁଆପଥର ବର୍ଷା ସମ୍ଭାବନା ରହିଛି ।
୪୦ରୁ ୫୦ କିଲୋମିଟର ବେଗରେ ପବନ ବି ବହିପାରେ । ଉତ୍ତର ଓଡ଼ିଶା ସମେତ ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷା ହୋଇପାରେ।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: