Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ପୂରା ରାଜ୍ୟରେ ଘନ କୁହୁଡି

Smruti Parija
Browse all articles by Smruti Parija
·2 years ago·1 min read
ପୂରା ରାଜ୍ୟରେ ଘନ କୁହୁଡି

ଅର୍ଗସ ବ୍ୟୁରୋ: ରାଜ୍ୟରେ ଶୀତ ଲହରୀ ସହ କଲବଲ କରୁଛି ଘନ କୁହୁଡ଼ି । ଦୃଶ୍ୟମାନ ଦୂରତା ୫୦ ମିଟରୁ କମ ରହୁଥିବାରୁ ବଢୁଛି ଦୁର୍ଘଟଣା ଘଟିବାର ଭୟ । ଆଜି ସକାଳ ସାଢ଼େ ୮ଟା ମଧ୍ୟରେ ୮ ଜିଲ୍ଲାକୁ ଛାଡ଼ି ବାକି ସମସ୍ତ ଜିଲ୍ଲାକୁ କୁହୁଡ଼ି ପାଇଁ ୟଲୋ ଆଲର୍ଟ ଜାରି କରାଯାଇଛି । ସେହିପରି ୧୧ ତାରିଖ ସକାଳ ସାଢ଼େ ୮ଟା ମଧ୍ୟରେ ୧୬ ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନକେନ୍ଦ୍ର । 

ପୂରା ରାଜ୍ୟରେ ଘନ କୁହୁଡ଼ି ଦେଖିବାକୁ ମିଳିଥିବା ବେଳେ ଘରୁ ବାହାରିବା ମଧ୍ୟ ମୁସ୍କିଲ ହୋଇପଡୁଛି । ସେହିପରି ଗତ ୨୪ ଘଣ୍ଟାରେ ତାପମାତ୍ରା ସ୍ବାଭାବିକଠାରୁ ସାମାନ୍ୟ ଅଧିକ ଥିବା ବେଳେ ପାଗ ଶୁଖିଲା ରହିଛି। ତେବେ କୋରାପୁଟ, କନ୍ଧମାଳ, ମୟୂରଭଞ୍ଜ ଭଳି ପାହାଡ଼ିଆ ଅଞ୍ଚଳରେ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି । ଥଣ୍ଡା ସାଙ୍ଗକୁ ବୁଲିବା ପାଇଁ ପର୍ଯ୍ୟଟକଙ୍କ ଭିଡ଼ ମଧ୍ୟ 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
heavy-fog-in-all-over-odisha | Argus News