Videos
|
Odisha

ରାଜ୍ୟରେ ଅସମ୍ଭାଳ ଗ୍ରୀଷ୍ମ ଲହରୀ

Banajyotshna Ray
Browse all articles by Banajyotshna Ray
·2 years ago
ରାଜ୍ୟରେ ଅସମ୍ଭାଳ ଗ୍ରୀଷ୍ମ ଲହରୀ

ଅର୍ଗସ ବ୍ୟୁରୋ:  ରାଜ୍ୟରେ ଅସମ୍ଭାଳ ଗ୍ରୀଷ୍ମ ଲହରୀ ଜାରି । ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଉଭୟ ବୌଦ୍ଧ ଓ ବାରିପଦାରେ ଏପ୍ରିଲ ମାସର ସର୍ବୋଚ୍ଚ ତାପମାତ୍ରା ରେକର୍ଡ କରାଯାଇଛି। ବାରିପଦା ୧୪ ବର୍ଷର ରେକର୍ଡ ଭାଙ୍ଗିଛି। ଆଉ ଦୁଇ ଦିନ ମଧ୍ୟ ଗ୍ରୀଷ୍ମ ପ୍ରବାହ ଜାରି ରହିବ। ଦିନ ତାପମାତ୍ରା ସ୍ବାଭାବିକ ଠାରୁ ୨ରୁ ୩° ଅଧିକ ରହିବ। ତେବେ ଏହାପରବର୍ତ୍ତି ଦିନ ପବନ ସହ ବର୍ଷା ହେବାକୁ ଥିବାରୁ କେତେକ ସ୍ଥାନରେ ତାପମାତ୍ରା ୨° ରୁ ୩° କମିବ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି।

ଅଧିକ ପଢ଼ନ୍ତୁ ଓଡିଶା ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
heavy heat wave in odisha | Argus News