Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଆସନ୍ତାକାଲିଠୁ ପୁଣି ବଢିବ ବର୍ଷା

Banajyotshna Ray
Browse all articles by Banajyotshna Ray
·1 year ago
ଆସନ୍ତାକାଲିଠୁ ପୁଣି ବଢିବ ବର୍ଷା

ଅର୍ଗସ ବ୍ୟୁରୋ:  ଆସୁଛି ଆଉ ଏକ ଲଘୁଚାପ। ଆସନ୍ତାକାଲିଠୁ ପୁଣି ବଢିବ ବର୍ଷା। ୫ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ଓ ଉତ୍ତର ପଶ୍ଚିମବଙ୍ଗ ରେ ସୃଷ୍ଟି ହେବା ସମ୍ଭାବନା। ଦକ୍ଷିଣ ଓଡ଼ିଶା ଓ ଉପକୂଳ ଓଡିଶାରେ ହେବ ଭଲ ବର୍ଷା। ଆସନ୍ତା ୫ ତାରିଖ ପାଇଁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର,ରାୟଗଡ଼ା, ଗଜପତି ଜିଲ୍ଲାର କିଛି କିଛି ଅଞ୍ଚଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ୟେଲୋ ୱାର୍ଣିଂ ଜାରି କରାଯାଇଛି। ୮ ତାରିଖ ଯାଏଁ ବର୍ଷା ଲାଗି ରହିବ ବୋଲି ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର:
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
heavy rain in odisha | Argus News