Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଆସନ୍ତା ୫ ଦିନ ଯାଏଁ ରାଜ୍ୟରେ ବର୍ଷାର ସମ୍ଭାବନା

Swoyang prajna Mishra
Browse all articles by Swoyang prajna Mishra
·1 year ago
ଆସନ୍ତା ୫ ଦିନ ଯାଏଁ ରାଜ୍ୟରେ ବର୍ଷାର ସମ୍ଭାବନା

Key Points

ଆସନ୍ତା ୫ ଦିନ ଯାଏଁ ରାଜ୍ୟରେ ବର୍ଷାର ସମ୍ଭାବନା
ଅନେକ ସ୍ଥାନରେ ପ୍ରବଳ ବର୍ଷା ସହ ହୋଇପାରେ ଘଡ଼ଘଡ଼ି
ଘୂର୍ଣ୍ଣିବଳୟ ପାଇଁ ସୃଷ୍ଟି ହୋଇଛି ଏକ ଟ୍ରପ୍ ଲାଇନ
ଅନେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ବର୍ଷା ହେବ

ଆସନ୍ତା ୫ ଦିନ ଯାଏଁ ରାଜ୍ୟରେ ବର୍ଷାର ସମ୍ଭାବନା । ପାଣିପାଗ ବିଭାଗ ପକ୍ଷରୁ ଏହି ଆକଳନ କରାଯାଇଛି । ଅନେକ ସ୍ଥାନରେ ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ହୋଇପାରେ। ଘୂର୍ଣ୍ଣିବଳୟ ପାଇଁ ଏକ ଟ୍ରପ୍ ଲାଇନ ସୃଷ୍ଟି ହୋଇଛି ।


ଏହାର ପ୍ରଭାବରେ ଅନେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ବର୍ଷା ହେବ। ୨୬ ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ଆଶଙ୍କା ଥିବାରୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଆସନ୍ତା ୧୭ ତାରିଖ ଯାଏ ସାରା ରାଜ୍ୟରେ ଏପରି ପାଣିପାଗ ଲାଗି ରହିବ ବୋଲି ଆକଳନ କରିଛି ଆଂଚଳିକ ପାଣିପାଗ ବିଭାଗ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Heavy rain in odisha for next five days | Argus News