Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
Education Next 2026Register now
|

Argus News - ରାଜ୍ୟରେ ହେବ ପ୍ରବଳ ବର୍ଷା, ଆଜି ୧୦ ଜିଲ୍ଲାକୁ ଅରେଞ୍ଜ ଓ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

Odisha

ରାଜ୍ୟରେ ହେବ ପ୍ରବଳ ବର୍ଷା, ଆଜି ୧୦ ଜିଲ୍ଲାକୁ ଅରେଞ୍ଜ ଓ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

Banajyotshna Ray
Browse all articles by Banajyotshna Ray
·1 year ago
ରାଜ୍ୟରେ ହେବ ପ୍ରବଳ ବର୍ଷା, ଆଜି ୧୦ ଜିଲ୍ଲାକୁ ଅରେଞ୍ଜ ଓ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଅର୍ଗସ ବ୍ୟୁରୋ:  ୱେଲ ମାର୍କଡ୍ ଲୋ’ ପ୍ରେସରରେ ନେଲା ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ। ଆସନ୍ତା ୨୪ ଘଣ୍ଟାରେ ଅବପାତ ରୂପ ନେଇ ଉପକୂଳ ମୁହାଁ ହେବା ପୂର୍ବାନୁମାନ। ଚାରି ଦିନ ସାରା ରାଜ୍ୟରେ ପ୍ରବଳ ବର୍ଷା। ଆଜି ୧୦ ଜିଲ୍ଲାକୁ ଅରେଞ୍ଜ ଓ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ। 

କେନ୍ଦ୍ରୀୟ ଓ ପାଶ୍ୱବର୍ତ୍ତୀ ଉତ୍ତର ବଙ୍ଗୋପସାଗରରେ ଥିବା ଲଘୁଚାପ ଦକ୍ଷିଣ-ପଶ୍ଚିମକୁ ଢ଼ଳି କରି ଅଛି। ଏହା ଆହୁରି ଘନୀଭୂତ ହେବା ସହ ଉତ୍ତର ପଶ୍ଚିମ ଦିଗରେ ଗତି କରି ଓଡିଶା ଆଡକୁ ମୁହାଁଇବ।  ଏହା ପ୍ରଭାବରେ ରାଜ୍ୟରେ ବର୍ଷା ବଢ଼ିବ। ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ସମ୍ଭାବନା । କଳାହାଣ୍ଡି, ନବରଙ୍ଗପୁର, କୋରାପୁଟର ସ୍ଥାନରେ ସ୍ଥାନେ ପ୍ରବଳରୁ  ଅତି ପ୍ରବଳ ବର୍ଷା ସମ୍ଭାବନା।

ଅଧିକ ପଢ଼ନ୍ତୁ ଓଡିଶା ଖବର: 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
heavy rain in odisha today | Argus News