Videos
|
Odisha

ଦୁଇ ଦୁଇଟି ଲଘୁଚାପ ପ୍ରଭାବରେ ବଢିବ ବର୍ଷାର ପ୍ରଭାବ

Banajyotshna Ray
Browse all articles by Banajyotshna Ray
·1 year ago
ଦୁଇ ଦୁଇଟି ଲଘୁଚାପ ପ୍ରଭାବରେ ବଢିବ ବର୍ଷାର ପ୍ରଭାବ

ଅର୍ଗସ ବ୍ୟୁରୋ:  ରାଜ୍ୟ ଉପରେ ଦୁଇ ଦୁଇଟି ଲଘୁଚାପ ପ୍ରଭାବରେ ବଢିବ ବର୍ଷାର ପ୍ରଭାବ। ଆସନ୍ତାକାଲିଠୁ ବର୍ଷାର ପରିମାଣ ବଢ଼ିବା ସହ ରାଜ୍ୟରେ ବର୍ଷା ଲାଗି ରହିବ। କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାକୁ ନେଇ ପାଣିପାଗ ବିଭାଗର ସତର୍କତା। ବର୍ତ୍ତମାନ ଏକ ଲଘୁଚାପ ଉତ୍ତର ପଶ୍ଚିମ ଝାରଖଣ୍ଡ ଉପରେ ସକ୍ରିୟ ରହିଛି। ଏହା କ୍ରମଶଃ ପଶ୍ଚିମ ଉତ୍ତର ପଶ୍ଚିମ ଦିଗକୁ ଗତି କରିବ।

ଏହା ପ୍ରଭାବରେ ରାଜ୍ୟରେ ବର୍ଷା ବଢିବ। ପ୍ରବଳ ବର୍ଷା ପାଇଁ ବାଲେଶ୍ୱର, ଭଦ୍ରକ ,ଯାଜପୁର , କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ ,ଖୋର୍ଦ୍ଧା ଓ ନୟାଗଡ ଜିଲ୍ଲାକୁ ୟେଲୋ ବର୍ଣ୍ଣିଙ୍ଗ ଜାରି କରିଛି ପାଣିପାଗ ବିଭାଗ। ସେହିପରି ଆସନ୍ତାକାଲି ପାଇଁ  ମାଲକାନଗିରି,  କୋରାପୁଟ, ନବରଙ୍ଗପୁର, ରାୟଗଡା କୁ ଅରେଞ୍ଜ  ବର୍ଣ୍ଣିଙ୍ଗ  ଜାରି କରିଛି ପାଣିପାଗ ବିଭାଗ ।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
heavy rain in odisha update | Argus News