Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

୨୪ ଘଣ୍ଟାରେ ରାଜ୍ୟରେ ପ୍ରବଳ ବର୍ଷା , ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

Swoyang prajna Mishra
Browse all articles by Swoyang prajna Mishra
·12 months ago·1 min read
୨୪ ଘଣ୍ଟାରେ ରାଜ୍ୟରେ ପ୍ରବଳ ବର୍ଷା , ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

Key Points

ଆସନ୍ତା ୨୪ ଘଣ୍ଟାରେ ରାଜ୍ୟରେ ପ୍ରବଳ ବର୍ଷା ନେଇ ଆକଳନ ସହ ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ବିଜୁଳି ଘଡଘଡି ସହ ୩୦ ରୁ ୪୦ କିମି ବେଗରେ ବହିପାରେ ପବନ। ୮ଟି ଉପକୂଳ ଜିଲ୍ଲାରେ ଶୁଖିଲା ରହିବ ପାଗ ।

ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଆଉ ଏକ ଲଘୁଚାପ। ଉତ୍ତର ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ କ୍ଷେତ୍ର ସମ୍ଭାବନା। ଆସନ୍ତା ୨୪ ଘଣ୍ଟାରେ ରାଜ୍ୟରେ ପ୍ରବଳ ବର୍ଷା ନେଇ ଆକଳନ ସହ ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ବିଜୁଳି ଘଡଘଡି ସହ ୩୦ ରୁ ୪୦ କିମି ବେଗରେ ବହିପାରେ ପବନ। ୮ଟି ଉପକୂଳ ଜିଲ୍ଲାରେ ଶୁଖିଲା ରହିବ ପାଗ ।


ସେପଟେ ଜୁନ୍ ୧ରୁ ଏବେ ସୁଦ୍ଧା ରାଜ୍ୟରେ ୨୧ ପ୍ରତିଶତ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି। ସ୍ଵାଭାବିକ ବର୍ଷା ୪୭୫.୯ ମୀମି ରହିଥିବା ବେଳେ ବର୍ତମାନ ପର୍ଯ୍ୟନ୍ତ ୩୯୪.୧ ମିମି ବର୍ଷା ରେକର୍ଡ ହୋଇଛି । ପୁରୀ,ନୂଆପଡ଼ା,ଗଜପତିରେ ସବୁଠୁ ଅଧିକ ନିଅଣ୍ଟିଆ ବର୍ଷା ରେକର୍ଡ। ୬ଟି ଜିଲ୍ଲାରେ ସ୍ଵାଭାବିକରୁ ଅଧିକ ବର୍ଷା ହୋଇଥିବା ବେଳେ ୧୩ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଛି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Heavy rain in the state in 24 hours, yellow warning issued for 22 districts | Argus News