Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

୧୯ ତାରିଖ  ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ! 

Manini Pattanayak
Browse all articles by Manini Pattanayak
·1 year ago
୧୯ ତାରିଖ  ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ! 

ଭୁବନେଶ୍ୱର:  ଦକ୍ଷିଣ ବାଙ୍ଗଲାଦେଶ ଓ ତତସଲଗ୍ନ ଅଂଚଳରେ ସକ୍ରିୟ ରହିଛି ଲଘୁଚାପ । ୧୯ ତାରିଖ ବେଳକୁ ଏହା ୱେଲମାର୍କ ଲୋ ପ୍ରେସରରେ ପରିଣତ ହେବ । ପ୍ରଭାବରେ ରାଜ୍ୟରେ ଆସନ୍ତା ୪ ଦିନ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ଆସନ୍ତା ୨୪ ଘଣ୍ଟା ପାଇଁ କେଉଁଝର, ମୟୂରଭଞ୍ଜ, ନୂଆପଡା, ବଲାଙ୍ଗୀର, କଳାହାଣ୍ଡି, ରାୟଗଡା, ଗଜପତି, ଗଂଜାମ ଓ କନ୍ଧମାଳରେ ପ୍ରବଳ ବର୍ଷା ପାଇଁ  ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ଆସନ୍ତାକାଲି ପାଇଁ ଝାରସୁଗୁଡା, ସୁନ୍ଦରଗଡ, ସମ୍ବଲପୁର, ଦେଓଗଡ, କେନ୍ଦୁଝର ଓ ମୟୁରଭଞ୍ଜରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ୨୦ରୁ କମିବ ବର୍ଷାର ପରିମାଣ ।

ଅଧିକ ପଢନ୍ତୁ ଓଡ଼ିଶା ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Heavy rain in the state until the 19th! | Argus News