Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

Ritu Das
Browse all articles by Ritu Das
·1 year ago
ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଅର୍ଗସ ବ୍ୟୁରୋ: ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା । ଭୀଷଣ ବର୍ଷା ଲାଗି 4 ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ସେଇ ଜିଲ୍ଲା ଗୁଡ଼ିକ ହେଲା ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ। ସେହିପରି ୧୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । 

ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ, ସୁନ୍ଦରଗଡ଼, କନ୍ଧମାଳ, ଗଞ୍ଜାମ, ଗଜପତିରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହିପରି ଆସନ୍ତା 30 ତାରିଖ ଯାଏଁ ବର୍ଷା ଲାଗି ରହିବା ନେଇ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। 

ଅଧିକ ପଢ଼ନ୍ତୁ ପାଣିପାଗ ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Heavy rain is | Argus News