Weather Alert / ଆଗାମୀ ୪ ଦିନ ଯାଏଁ ପ୍ରବଳ ବର୍ଷା,ବଜ୍ରପାତ ସହ ୫୦ରୁ ୬୦ କି.ମି ବେଗରେ ପବନ ବୋହିବା ସମ୍ଭାବନା
·4 months ago·2 min read

Key Points
ଆଗାମୀ ୪ ଦିନ ଯାଏଁ ପ୍ରବଳ ବର୍ଷା
କିଛି ସ୍ଥାନରେ ବର୍ଷା ସହ ବିଜୁଳି, ଘଡ଼ଘଡ଼ି ସମ୍ଭାବନା
୪ଟି ଜିଲ୍ଲାର କୁଆପଥର ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ
ପାଣିପାଗ ବିଭାଗର ସୁଚନା
କିଛି ସ୍ଥାନରେ ବର୍ଷା ସହ ବିଜୁଳି, ଘଡ଼ଘଡ଼ି ସମ୍ଭାବନା
୪ଟି ଜିଲ୍ଲାର କୁଆପଥର ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ
ପାଣିପାଗ ବିଭାଗର ସୁଚନା
୦୪/୦୫ ଭୁବନେଶ୍ବର :ଆଗାମୀ ୪ ଦିନ ଯାଏଁ ପ୍ରବଳ ବର୍ଷା, ପବନ ପାଇଁ ସତର୍କ କରିଛି ପାଣିପାଗ ବିଭାଗ । ସେହିପରି କିଛି ସ୍ଥାନରେ ବର୍ଷା ସହ ବିଜୁଳି, ଘଡ଼ଘଡ଼ି ଏବଂ ଝଟକା ପବନକୁ ନେଇ ଆସନ୍ତା ୨୪ ଘଣ୍ଟା ପାଇଁ ରାଜ୍ୟର ପ୍ରାୟ ସବୁ ଜିଲ୍ଲାକୁ ବର୍ଷା ପାଇଁ ଚେତାବନୀ ରହିଥିବା ବେଳେ କୋରାପୁଟ, ରାୟଗଡା, କଳାହାଣ୍ଡି, ନବରଙ୍ଗପୁର, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର,ଭଦ୍ରକ,ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ ଏହି ୧୩ଟି ଜିଲ୍ଲାରେ ବଜ୍ରପାତ ସହ ୫୦ରୁ ୬୦ କି.ମି ଝଡି ପବନ ହେବାର ସମ୍ଭାବନାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଓ ରାୟଗଡା ଏହି ୪ଟି ଜିଲ୍ଲାରେ କୁଆପଥର ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ସହ ସତର୍କତା ଜାରି ହୋଇଛି ।
ସେପଟେ ବର୍ଷା ସମୟରେ ସମୁଦ୍ର ଉପକୂଳବର୍ତ୍ତୀ ଅଞ୍ଚଳରେ ୪୦ରୁ ୫୦ ସର୍ବାଧିକ ୬୦ କି.ମି ବେଗରେ ପବନ ବହିବା ସମ୍ଭାବନା ଥିବାରୁ ସମୁଦ୍ର ଅଶାନ୍ତ ରହିବ । ତେଣୁ ୩ରୁ ୫ ତାରିଖ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରିଛି ବିଭାଗ।
ପଢନ୍ତୁ ଏହି ଖବର: ସକାଳୁ ସକାଳୁ ବଲାଙ୍ଗୀରରେ ମୃଦୁ ଭୂମିକମ୍ପ ଅନୁଭୂତ
ଅନ୍ୟପଟେ ଗତ ୨୪ ଘଣ୍ଟାରେ ସର୍ବାଧିକ ତାପମାତ୍ରା ବୌଦ୍ଧରେ ୪୧.୬ ଡିଗ୍ରୀ ରେକର୍ଡ ହୋଇଛି । ତାତି କମିବା ସହ ୧୩ ଜିଲ୍ଲାରେ ବର୍ଷା ହୋଇଥିବା ବେଳେ ସର୍ବାଧିକ ବର୍ଷା ଚିଲିକାରେ ୬୦.୦୦ ମିମି ବର୍ଷା ରେକର୍ଡ କରାଯାଇଛି । ତେବେ ସୋମବାର ଝାରସୁଗୁଡ଼ା, ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍ସିଂହପୁର, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ, ମାଲକାନଗିରି ଜିଲ୍ଲାର କେତେକ ସ୍ଥାନରେ ସନ୍ଧ୍ୟାରେ ଘଡ଼ଘଡ଼ି, ବିଜୁଳି ସହ କୁଆପଥର ବର୍ଷା ଓ ଘଣ୍ଟାପ୍ରତି ୫୦ରୁ ୬୦ କିମି ମି ବେଗରେ ପବନ ବହିବାର ସମ୍ଭାବନା ନା ଥିବାରୁ ଅରେଞ୍ଜ ୱାର୍ଣ୍ଣି ଜାରି ହୋଇଛି।

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
ଅନ୍ୟ ଜିଲ୍ଲାଗୁଡ଼ିକରେ ମଧ୍ୟ କାଳ ଳବୈଶାଖୀ ପ୍ରଭାବ ରହିବା ପରବର୍ତ୍ତୀ ବତ୍ତୀ ୨୪ ଘଣ୍ଟାରେ ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ବର ଝାରସୁଗୁଡ଼ାରେ କାଳବୈଶାଖୀ ପ୍ରଭାବ ରହିବାକୁ ଥିବାରୁ ଅରେଞ୍ଜ ୱାର୍ଣ୍ଣି ଦିଆଯାଇଛି। ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ ଉତ୍ତର ଓଡ଼ିଶା ଓ ସଂଲଗ୍ନ ଅଞ୍ଚଳରେ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବା ସହ ସମୁଦ୍ର ଅଶାନ୍ତ ରହିବା ତେଣୁ ମତ୍ସ୍ୟଜୀବୀମାନେ ସମୁ ସମୁଦ୍ର ମଧ୍ୟକୁ ପିବା ସମୟରେ ସତର୍କତା ଅବନ ଅବଲମ୍ବନ କରିବାକୁ ପରାମର୍ଶ ଦିଆଯାଇ ପାଇଛି।
Related Topics
Explore more stories