Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ଲଘୁଚାପ ପ୍ରଭାବରେ ଆସନ୍ତା 24 ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା

Odisha

ଲଘୁଚାପ ପ୍ରଭାବରେ ଆସନ୍ତା 24 ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା

Ritu Das
Browse all articles by Ritu Das
·1 year ago
ଲଘୁଚାପ ପ୍ରଭାବରେ ଆସନ୍ତା 24 ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା

ଅର୍ଗସ ବ୍ୟୁରୋ: ଦକ୍ଷିଣ ବାଂଲାଦେଶ ଓ ତତସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭବାନା । ମୟୂରଭଞ୍ଜ, କେଉଁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେଓଗଡ଼, ଅନୁଗୁଳ, ଢେଙ୍କାନାଳ, କଟକ, ନବରଙ୍ଗପୁର, କୋରାପୁଟ, କଳାହାଣ୍ଡି ରାୟଗଡ଼ା, ଗଜପତି, ବାଲେଶ୍ଵର, ବରଗଡ଼, ନୂଆପଡ଼ାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। 

ପରବର୍ତ୍ତୀ 24 ଘଣ୍ଟାରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେଓଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ତାହାକୁ ଦୃଷ୍ଟଟିରେ କଖି ୟେଲୋ ୱାର୍ଣ୍ଣିଂ ଜାରି କରଯାଇଛି ୨୩ ତାରିଖରୁ ଉପକୂଳ ଓ ପଶ୍ଚିମ ଓଡିଶାରେ ପୁଣି ଥରେ ବର୍ଷା ପରିମାଣ ବଢିବାର ସମ୍ଭାବନା ରହିଛି। 

ଅଧିକ ପଢ଼ନ୍ତୁ ପାଣିପାଗ ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Argus Whatsapp Channel Mobile Top
Sponsored
Heavy rains in most | Argus News