Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ମୌସୁମୀ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି

Banajyotshna Ray
Browse all articles by Banajyotshna Ray
·1 year ago
ମୌସୁମୀ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି

ଅର୍ଗସ ବ୍ୟୁରୋ:  ମୌସୁମୀ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି । ଆଗାମୀ ତିନି ଦିନ ଆହୁରି ବର୍ଷା ସମ୍ଭାବନା । ଆଜି ପ୍ରବଳ ବର୍ଷା ନେଇ 12ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡ଼ିକ ହେଲା- ଯାଜପୁର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼, ସୁନ୍ଦରଗଡ଼, ଅୁଗୁଳ, ଢେଙ୍କାନାଳ, କେନ୍ଦୁଝର । ସେହିପରି ଆସନ୍ତାକାଲି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ ଓ ଜଗତସିଂହପୁରରେ ପ୍ରବଳ ବର୍ଷା ହୋଇପାରେ । ଏଥିପାଇଁ ଏହି 13 ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
heavy to very heavy rain in odisha today | Argus News