Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Argus Whatsapp Channel Mobile Top

Argus News - ରାଜଧାନୀରେ ଡ୍ରିମଗାର୍ଲ, ବିଜେପିର ଷ୍ଟାରକ୍ୟାମ୍ପନର ହେମାମାଳିନୀ

Odisha

ରାଜଧାନୀରେ ଡ୍ରିମଗାର୍ଲ, ବିଜେପିର ଷ୍ଟାରକ୍ୟାମ୍ପନର ହେମାମାଳିନୀ

Banajyotshna Ray
Browse all articles by Banajyotshna Ray
·2 years ago
ରାଜଧାନୀରେ ଡ୍ରିମଗାର୍ଲ, ବିଜେପିର ଷ୍ଟାରକ୍ୟାମ୍ପନର ହେମାମାଳିନୀ

ଅର୍ଗସ ବ୍ୟୁରୋ:  ଭୁବନେଶ୍ୱରରେ ପହଞ୍ଚିଲେ ବଲିଉଡ ଡ୍ରିମଗାର୍ଲ ହେମାମାଳିନୀ। ଭୁବନେଶ୍ୱର ସାଲିଆ ସାହିରେ ପ୍ରଚାର କାର୍ଯ୍ୟକ୍ରମର ରହିଛି।ବିଜେପିର ଷ୍ଟାରକ୍ୟାମ୍ପନର ହେମାମାଳିନୀ।ଭୁବନେଶ୍ୱର, ପିପିଲି ଓ କଟକରେ ପ୍ରଚାର କାର୍ଯ୍ୟକ୍ରମ ରହିଛି। ନିର୍ବାଚନକୁ ଦୃଷ୍ଟିରେ ରଖି ସବୁ ଦଳ ନିଜ ନିଜର ମୁଦ୍ଦାକୁ ନେଇ ଭୋଟରଙ୍କ ପାଖକୁ ଯାଉଛନ୍ତି। ଦିନ ୧୧ଟାରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଛନ୍ତି ହେମା ମାଳିନୀ । ୧୧ଟା ୨୦ରେ ସାଲିଆ ସାହିରେ ଜନସଭାକୁ ସମ୍ବୋଧନ କରିବେ। ଦିନ ୧ଟା ୧୦ରେ କଟକ ସଦର ନିର୍ବାଚନ ମଣ୍ଡଳୀର କିଶୋରନଗରରେ ଜନସଭା ଯିବାର କାର୍ଯ୍ୟକ୍ରମ ରହିଛି।

ଅଧିକ ପଢ଼ନ୍ତୁ ଓଡିଶା ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Argus Whatsapp Channel Mobile Top
Sponsored
Hema Malini in Bhubaneswar | Argus News