Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଆଜି ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

Rashmita Mishra
Browse all articles by Rashmita Mishra
·1 year ago
ଆଜି ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଅର୍ଗସ ବ୍ୟୁରୋ: ଆଜି ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଅପରାହ୍ନ ୫ଟାରେ ଭୁବନେଶ୍ବର ବିମାନବନ୍ଦରରେ ପହଁଚିବେ ମହାମହିମ । ପୁରୀରେ ଆସନ୍ତାକାଲି ଅନୁଷ୍ଠିତ ହେବାକୁ ଯାଉଥିବା ନୌସେନା ଦିବସରେ କରିବେ ଯୋଗଦାନ । ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ରାଷ୍ଟ୍ରପତିଙ୍କ ସୁରକ୍ଷା ପାଇଁ ମୁତୟନ ହେବେ ୪୦ ପ୍ଲାଟୁନ୍ ପୋଲିସ୍ ଫୋର୍ସ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Her Excellency President Draupadi Murmu is arriving today. | Argus News