Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ମହମ୍ମଦ ମୋକିମ୍‌ଙ୍କ ଆବେଦନକୁ ଖାରଜ କଲେ ହାଇକୋର୍ଟ 

Smruti Parija
Browse all articles by Smruti Parija
·2 years ago
ମହମ୍ମଦ ମୋକିମ୍‌ଙ୍କ ଆବେଦନକୁ ଖାରଜ କଲେ ହାଇକୋର୍ଟ 

କଟକ: ORHDC ଦୁର୍ନୀତି ମାମଲାରେ ମହମ୍ମଦ ମୋକିମଙ୍କୁ ହାଇକୋର୍ଟଙ୍କ ଝଟକା । ନିମ୍ନ ଅଦାଲତଙ୍କ ରାୟକୁ କାଏମ ରଖିଲେ ହାଇକୋର୍ଟ । ମହମ୍ମଦ ମୋକିମ୍‌ଙ୍କ ଆବେଦନକୁ ଖାରଜ କଲେ ହାଇକୋର୍ଟ । ନିମ୍ନ ଅଦାଲତ ମୋକିମ୍‌ଙ୍କୁ ୩ ବର୍ଷ ଜେଲ୍‌ ଦଣ୍ଡାଦେଶ ଶୁଣାଇଥିବାବେଳେ ନିମ୍ନ ଅଦାଲତଙ୍କ ରାୟକୁ କାଏମ ରଖିଲେ କୋର୍ଟ । 

ଆହୁରି ପଢନ୍ତୁ ଓଡିଶା ଖବର...
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
High Court rejected the appeal of Mohammad Mokim | Argus News