କାଲିଠୁ ନାଟମଣ୍ଡପ ମରାମତି ନିର୍ଦ୍ଦେଶ
·2 years ago

ପୁରୀ: ଶ୍ରୀମନ୍ଦିର ଜଗମୋହନ ଓ ନାଟମଣ୍ଡପ ମରାମତି ମାମଲାରେ ଆସନ୍ତାକାଲି ଠାରୁ ମରାମତି କାର୍ଯ୍ୟ ଆରମ୍ଭ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଏଏସଆଇକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ମନ୍ଦିର ପ୍ରଶାସନ ସମସ୍ତ ପ୍ରକାର ସହଯୋଗ କରିବାକୁ କୋର୍ଟଙ୍କ ନିର୍ଦ୍ଦେଶ ରହିଛି । ଆମିକସକ୍ୟୁରୀ ପ୍ରତି ୧୫ ଦିନ ମଧ୍ୟରେ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ କୋର୍ଟଙ୍କୁ ରିପୋର୍ଟ ଦାଖଲ କରିବେ । ଡିସେମ୍ବର ୪ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ । ଆବେଦନକାରୀ ଅଭିଷେକ ଦାସଙ୍କ ପକ୍ଷରୁ ଆବେଦନ ଉପରେ କୋର୍ଟଙ୍କ ଏହି ନିର୍ଦ୍ଦେଶ ରହିଛି ।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: